Home

ଯିଶାଇୟ

ଅଧ୍ୟାୟ: 1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66


-Reset+

ଅଧ୍ୟାୟ 4

1 ସହେି ସମୟରେ ସାତଜଣ ସ୍ତ୍ରୀ ଏକ ପୁରୁଷକୁ ଧରି କହିବେ, "ଆମ୍ଭମାନେେ ଆମ୍ଭ ନିଜର ଅନ୍ନ ଭୋଜନ କରିବୁ ଓ ନିଜର ବସ୍ତ୍ର ପରିଧାନ କରିବୁ। ତୁମ୍ଭେ ଯଦି ଆମ୍ଭମାନଙ୍କୁ ବିବାହ କରିବ ତାହା ହେଲେ ଆମ୍ଭମାନେେ ଆମ୍ଭମାନଙ୍କର ସମସ୍ତ କାର୍ୟ୍ଯ କରିବୁ। ଆମ୍ଭମାନଙ୍କୁ କବଳେ ତୁମ୍ଭର ନାମ ରେ ଖ୍ଯାତ କର ଓ ଆମ୍ଭମାନଙ୍କର ଲଜ୍ଜା ଅପମାନକୁ ଦୂର କର।'
2 ସହେି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀଯ ଓ ମହାନ୍ ହବେ। ଇଶ୍ରାୟେଲର ପରିବେଷ୍ଟନୀଯର ଉପୟୋଗୀ ସମାନଙ୍କେ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ବିତ ହବେେ।
3 ସହେି ସମୟରେ ସିୟୋନ ଓ ୟିରୁଶାଲମର ଅବଶିଷ୍ଟ ସମସ୍ତ ଲୋକ ସ୍ବତନ୍ତ୍ର ଓ ପବିତ୍ର ଲୋକ ବୋଲି କଥିତ ହବେେ। ଏହା ସହେି ଲୋକମାନଙ୍କ ପ୍ରତି ଘଟିବ ଯେଉଁମାନେ ଏକ ସ୍ବତନ୍ତ୍ର ତାଲିକା ରେ ଥିବେ ଓ ସହେି ତାଲିକାଭୁକ୍ତ ଲୋକେ କବଳେ ବଞ୍ଚି ରହିବେ।
4 ସଦାପ୍ରଭୁ ସିୟୋନର ନାରୀମାନଙ୍କର ମଇଳାକୁ ଧେ ୗତ କରିବେ। ସେ ୟିରୁଶାଲମର ସମସ୍ତ ରକ୍ତକୁ ଧୋଇ ଦବେେ। ପରମେଶ୍ବର ତାଙ୍କର ନ୍ଯାଯ ଆତ୍ମାକୁ ପ୍ରଯୋଗ କରିବେ। ଆଉ ମଧ୍ଯ ସେ ତାଙ୍କର ଜ୍ବଳନ୍ତ ଆତ୍ମାକୁ ବ୍ଯବହାର କରିବେ।
5 ସେତବେେଳେ ପରମେଶ୍ବର ତାଙ୍କର ଲୋକମାନଙ୍କ ସହିତ ଅଛନ୍ତି ବୋଲି ପ୍ରମାଣ କରିବେ। ଦିବସ ରେ ପରମେଶ୍ବର ଧୂମର ମେଘ ସୃଷ୍ଟି କରିବେ ଓ ରାତ୍ରି ରେ ଜ୍ବଳନ୍ତ ଅଗ୍ନି ଶିଖା ସୃଷ୍ଟି କରିବେ। ଆଉ ଏହା ପ୍ରମାଣିତ ହବେ ଯେ ସିୟୋନର ସମସ୍ତ ପର୍ବତ ଓ ସମସ୍ତ ଆବାସ ଉପର ଆକାଶ ଏହି ଧୂମ ରୂପକ ମେଘ ରେ ଆଚ୍ଛାଦିତ ହବେ। ପ୍ରେତ୍ୟକକ ଲୋକର ସୁରକ୍ଷା ପାଇଁ ଚନ୍ଦ୍ରାତାପ ବିସ୍ତୃତ ହବେ।
6 ଏହି ଆଚ୍ଛାଦନ ଏକ ନିରାପଦ ସ୍ଥାନ ହବେ। ଏହା ଦିବସ ରେ ସୂର୍ୟ୍ଯ ତାପରୁ ସୁରକ୍ଷା ଦବେ ଓ ସମସ୍ତ ବନ୍ଯା, ଝଡ଼ ଓ ବର୍ଷାରୁ ଏହି ଛାଯା ରକ୍ଷା କରିବ।