Home

ଯିହିଜିକଲ

ଅଧ୍ୟାୟ: 1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48


-Reset+

ଅଧ୍ୟାୟ 2

1 ଅନନ୍ତର ସେ ମାେତେ କହିଲେ, " ହେ ମନୁଷ୍ଯ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହବେି।"
2 ତା'ପ ରେ ଏକ ଆତ୍ମା ମାେ ମଧିଅରେ ପ୍ରବେଶ କରି ମାେତେ ଠିଆ କରାଇଲା। ତାପ ରେ ସହେି ସ୍ବର ମାେ ସହିତ କଥାବାର୍ତ୍ତା କରିବାକୁ ଆରମ୍ଭ କଲା।
3 ତା'ପ ରେ ସେ ମାେତେ କହିଲା, " ହେ ମନୁଷ୍ଯ ପୁତ୍ର, ମୁଁ ତୁମ୍ଭକୁ ଇଶ୍ରାୟେଲର ସନ୍ତାନଗଣଙ୍କ ନିକଟକୁ ପ୍ ରରଣେ କରୁଛି। ସମାନେେ ଏକ ବିଦ୍ରୋହୀ ଜାତି। ସମାନେେ ଓ ସମାନଙ୍କେର ପୂର୍ବପୁରୁଷଗଣ ମାେ ବିରୁଦ୍ଧ ରେ ବିଦ୍ରୋହ କଲେ ଓ ଆଜି ପର୍ୟ୍ଯନ୍ତ ପାପ କରି ଚାଲିଛନ୍ତି।
4 ସହେି ଲୋକମାନେ ସ୍ବେଚ୍ଛାଚାରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସମାନଙ୍କେ ନିକଟକୁ ପଠାଉଛି। ସମାନଙ୍କେୁ କୁହ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।'
5 ସମାନେେ ବିଦ୍ରୋହୀ ବଂଶ, ସମାନେେ ତୁମ୍ଭ କଥା ଶୁଣନ୍ତୁ ବା ନ ଶୁଣନ୍ତୁ, ତୁମ୍ଭମାନେେ ଏହିସବୁ କଥା ନିଶ୍ଚଯ କହିବ, ଯାହା ଫଳ ରେ ସମାନେେ ଜାଣିବେ ଯେ, ସମାନଙ୍କେ ମଧିଅରେ ଜଣେ ଭବିଷ୍ଯତବକ୍ତା ପହଞ୍ଚିଛନ୍ତି।
6 " ହେ ମନୁଷ୍ଯ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁଃପାଶର୍‌ବ ରେ କଣ୍ଟକ ତୁଲ୍ଯ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧିଅରେ ବାସ କରୁଅଛ। କିନ୍ତୁ ସମାନଙ୍କେୁ ଭୟ କର ନାହିଁ। ସମାନେେ ଯାହା କୁହନ୍ତି, ସେଥି ରେ ଭୟଭୀତ ହୁଅ ନାହିଁ, ସମାନଙ୍କେ ଚାହାଁଣି ଦ୍ବାରା ଆତଙ୍କିତ ହୁଅ ନାହିଁ।
7 ସମାନେେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସମାନଙ୍କେୁ କୁହ କାରଣ ସମାନେେ ଅତ୍ଯନ୍ତ ବିଦ୍ରୋହୀ।
8 " ହେ ମନୁଷ୍ଯ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଅଛୁ ତାହା ଶୁଣ ; ତୁମ୍ଭେ ଏହିସବୁ ବିଦ୍ରୋହୀମାନଙ୍କ ତୁଲ୍ଯ ବିଦ୍ରୋହୀ ହୁଅ ନାହିଁ ; ନିଜର ମୁଖ ଖାେଲ, ଆମ୍ଭେ ତୁମ୍ଭକୁ ଯାହା ଦେଉଅଛୁ ତାହା ଭୋଜନ କର।"
9 ତା'ପ ରେ ମୁଁ ଦେଖିଲି ଏକ ହସ୍ତ ମାେ ଆଡ଼େ ପ୍ରସାରିତ ହେଲା। ସେ ହାତ ରେ ଲଖାେଥିବା ଏକ ନଳାକାର ପୁସ୍ତକ ଥିଲା।
10 ଆଉ ମୁଁ ସହେି ଗୁଡ଼ା ହାଇେଥିବା ପୁସ୍ତକକୁ ପ୍ରସାରିତ କଲି ଓ ତାହାର ଉପର ଓ ତଳ ଲଖାେ ହାଇେଥିବାର ଦେଖିଲି। ଆଉ ସେଥି ରେ ବିଳାପ, ଶାେକ ଓ ସନ୍ତାପର କଥା ଲିଖିତ ଥିଲା।