^
ଗୀତସଂହିତା
ପ୍ରଥମ ଖଣ୍ଡ
ସଫଳତାର ପଥ
ସଦାପ୍ରଭୁଙ୍କ ମନୋନୀତ ରାଜା
ପ୍ରଭାତକାଳୀନ ପ୍ରାର୍ଥନା
ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।
ସାହାଯ୍ୟାର୍ଥେ ସନ୍ଧ୍ୟାକାଳୀନ ପ୍ରାର୍ଥନା
ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ନିରାପତ୍ତା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ।
ସଙ୍କଟ ସମୟରେ ସହାୟତା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ।
ନ୍ୟାୟ ପାଇଁ ପ୍ରାର୍ଥନା
ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ।
ସଦାପ୍ରଭୁଙ୍କ ମହିମା, ମନୁଷ୍ୟର ମର୍ଯ୍ୟାଦା
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଦାଉଦଙ୍କର ଗୀତ।
ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି
ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍‍-ଲବ୍ବନ୍‍ ସ୍ୱରରେ ଦାଉଦଙ୍କର ଗୀତ।
ନ୍ୟାୟ ପାଇଁ ପ୍ରାର୍ଥନା
ସଦାପ୍ରଭୁଙ୍କଠାରେ ନିର୍ଭର
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ସହାୟତା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ।
ସହାୟତା ପାଇଁ ନିବେଦନ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ମଣିଷର ଦୁଷ୍ଟତା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ସଦାପ୍ରଭୁଙ୍କ ଆବଶ୍ୟକତା
ଦାଉଦଙ୍କର ଗୀତ।
ନିର୍ଭରଶୀଳ ପ୍ରାର୍ଥନା
ଦାଉଦଙ୍କର ମିକ୍ତାମ୍‍ (ଗୀତରତ୍ନ।)
ଜଣେ ନିରୀହ ଲୋକର ପ୍ରାର୍ଥନା
ଦାଉଦଙ୍କର ପ୍ରାର୍ଥନା।
ଦାଉଦଙ୍କ ବିଜୟ ସଂଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ,
ସୃଷ୍ଟିରେ ସଦାପ୍ରଭୁଙ୍କ ମହିମା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ସଦାପ୍ରଭୁଙ୍କ ବ୍ୟବସ୍ଥା
ବିଜୟ ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ଜୟ ଗାନ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ବେଦନାର କ୍ରନ୍ଦନ ଓ ପ୍ରଶଂସାର ସଂଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍‍ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ।
ସଦାପ୍ରଭୁ ମୋର ପ୍ରତିପାଳକ
ଦାଉଦଙ୍କର ଗୀତ।
ମହାନ ରାଜା
ଦାଉଦଙ୍କର ଗୀତ।
ଚାଳନା ଓ ସୁରକ୍ଷା ପାଇଁ ପ୍ରାର୍ଥନା
ଦାଉଦଙ୍କର ଗୀତ।
ଉତ୍ତମ ବ୍ୟକ୍ତିର ପ୍ରାର୍ଥନା
ଦାଉଦଙ୍କର ଗୀତ।
ସ୍ତୁତି ବନ୍ଦନା
ଦାଉଦଙ୍କର ଗୀତ।
ସହାୟତା ପାଇଁ ପ୍ରାର୍ଥନା
ଦାଉଦଙ୍କର ଗୀତ।
ସଦାପ୍ରଭୁଙ୍କ ରବର ପରାକ୍ରମ
ଦାଉଦଙ୍କର ଗୀତ।
ଧନ୍ୟବାଦ ପ୍ରାର୍ଥନା
ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ;
ଦାଉଦଙ୍କର ଗୀତ।
ସଦାପ୍ରଭୁଙ୍କଠାରେ ନିର୍ଭରଶୀଳତାର ନିବେଦନ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ପାପ ସ୍ୱୀକାର ଓ କ୍ଷମା
ଦାଉଦଙ୍କ ଗୀତ।
ପ୍ରଶଂସା ଗୀତ
ମଙ୍ଗଳମୟ ସଦାପ୍ରଭୁଙ୍କ ପ୍ରଶଂସା
ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍‍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ।
ସହାୟତା ପାଇଁ ପ୍ରାର୍ଥନା
ଦାଉଦଙ୍କର ଗୀତ।
ମନୁଷ୍ୟର ଦୁଷ୍ଟତା
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ।
ଈଶ୍ୱର ମଙ୍ଗଳମୟ
ଦୁଷ୍ଟର ଦୁର୍ଦ୍ଦଶା ଓ ସନ୍ଥର ସୁଦଶା
ଦାଉଦଙ୍କର ଗୀତ।
ଦୁଃଖୀର ପ୍ରାର୍ଥନା
ଦାଉଦଙ୍କର ଗୀତ, ସ୍ମରଣୋପାୟ।
ଅନ୍ତିମକାଳର ପରିଚୟ ଦିଅ
ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ୍‍ ପାଇଁ ଦାଉଦଙ୍କର ଗୀତ।
ସ୍ତୁତିଗାନ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ପୀଡ଼ିତର ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ଦ୍ୱିତୀୟ ଖଣ୍ଡ
ନିର୍ବାସିତର ପ୍ରାର୍ଥନା (୧)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)।
ନିର୍ବାସିତର ପ୍ରାର୍ଥନା (2)
ସୁରକ୍ଷା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ମସ୍କିଲ୍।
ରାଜାଙ୍କ ବିବାହ ଉଦ୍ଦେଶ୍ୟରେ ରଚିତ ଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍‍। ପ୍ରେମ ଗୀତ।
ସହବର୍ତ୍ତୀ ପରମେଶ୍ୱର
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍‍ମୋତ୍‍ ସ୍ୱରର ଗୀତ।
ସର୍ବୋପରିସ୍ଥ ଅଧିପତି
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ।
ସଦାପ୍ରଭୁଙ୍କ ନଗରୀ ସିୟୋନ
ଗୀତ : କୋରହ-ସନ୍ତାନମାନଙ୍କର ଗୀତ।
ଧନ ଉପରେ ଆସ୍ଥା ମୂର୍ଖତା
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ।
ସତ୍ୟ ଉପାସନା
ଆସଫର ଗୀତ।
କ୍ଷମା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ।
ପରମେଶ୍ୱରଙ୍କ ବିଚାର ଓ ଅନୁଗ୍ରହ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍‍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍‍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ।
ମନୁଷ୍ୟର ଦୁଷ୍ଟତା
ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ସ୍ୱରରେ ଦାଉଦଙ୍କର ମସ୍କୀଲ୍‍।
ଶତ୍ରୁ କବଳରୁ ରକ୍ଷା ପାଇବା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। ଦାଉଦ କ’ଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ।
ବନ୍ଧୁ ଦ୍ୱାରା ପ୍ରତାରିତ ଲୋକର ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍।
ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳତାର ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍‍-ଏଲମ୍‍
ସାହାଯ୍ୟ ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ।
ଦୁଷ୍ଟମାନଙ୍କ ଶାସ୍ତି ନିମନ୍ତେ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍‍।
ନିରାପତ୍ତା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ।
ରକ୍ଷା ନିମନ୍ତେ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍‍-ଏଦୁତ୍‍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍‍; ଅରାମନହରୟିମ୍‍ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ।
ସୁରକ୍ଷା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ।
ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ।
ପରମେଶ୍ୱରଙ୍କ ସାନ୍ନିଧ୍ୟ ପାଇଁ ବ୍ୟାକୁଳତା
ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ।
ସୁରକ୍ଷା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ପ୍ରଶଂସା ଓ ଧନ୍ୟବାଦ
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ।
ପ୍ରଶଂସା ଓ ଧନ୍ୟବାଦର ଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ।
ଧନ୍ୟବାଦର ଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।
ଜାତୀୟ ବିଜୟ ସଙ୍ଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ।
ସାହାଯ୍ୟ ପାଇଁ ଆତୁର ନିବେଦନ
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ ଦାଉଦଙ୍କର ଗୀତ।
ସାହାଯ୍ୟ ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ।
ଜଣେ ବୃଦ୍ଧର ପ୍ରାର୍ଥନା
ରାଜାଙ୍କ ପାଇଁ ପ୍ରାର୍ଥନା
ଶଲୋମନଙ୍କର ଗୀତ।
ତୃତୀୟ ଖଣ୍ଡ
ପରମେଶ୍ୱରଙ୍କ ନ୍ୟାୟ ବିଚାର
ଆସଫର ଗୀତ।
ଜାତିର ମୁକ୍ତି ପାଇଁ ପ୍ରାର୍ଥନା
ଆସଫର ମସ୍କୀଲ୍‍।
ପରମେଶ୍ୱର ବିଚାରକର୍ତ୍ତା
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଆସଫର ଗୀତ।
ବିଜୟୀ ପରମେଶ୍ୱର
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ।
ଦୁର୍ଦ୍ଦଶା ସମୟରେ ଆଶ୍ୱାସନା
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ।
ପରମେଶ୍ୱର ଓ ତାହାଙ୍କ ଲୋକମାନେ
ଆସଫର ମସ୍କୀଲ୍‍।
ଜାତିର ମୁକ୍ତି ପାଇଁ ପ୍ରାର୍ଥନା
ଆସଫର ଗୀତ।
ଜାତିର ପୁନରୁଦ୍ଧାର ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍-ଏଦୂତ୍‍ ସ୍ୱରରେ ଆସଫର ଗୀତ।
ଉତ୍ସବ ସଙ୍ଗୀତ
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଆସଫର ଗୀତ।
ପରମେଶ୍ୱର ସର୍ବୋପରିସ୍ଥ ରାଜା
ଆସଫର ଗୀତ।
ଇସ୍ରାଏଲର ଶତ୍ରୁମାନଙ୍କର ପରାଜୟ ପାଇଁ ପ୍ରାର୍ଥନା
ଗୀତ, ଆସଫର ଗୀତ।
ସଦାପ୍ରଭୁଙ୍କ ଗୃହ ପ୍ରତି ଆଗ୍ରହ
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ।
ଜାତିର ମଙ୍ଗଳାର୍ଥେ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ।
ସହାୟତା ପାଇଁ ପ୍ରାର୍ଥନା
ଦାଉଦଙ୍କର ପ୍ରାର୍ଥନା।
ଯିରୂଶାଲମର ପ୍ରଶଂସା
ଗୀତ; କୋରହ-ସନ୍ତାନଗଣର ଗୀତ।
ସହାୟତା ପାଇଁ ବିନତୀ
ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ଲୀୟନ୍ନୋତ୍‍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍‍।
ଜାତିର ଦୁର୍ଦ୍ଦଶାକାଳୀନ ଗୀତ
ଇଷ୍ରାହୀୟ ଏଥନ୍‍ର ମସ୍କୀଲ୍‍।
ଦାଉଦଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞା
ରାଜାଙ୍କ ପରାଜୟରେ ଶୋକ
ଚତୁର୍ଥ ଖଣ୍ଡ
ପରମେଶ୍ୱର ଓ ମନୁଷ୍ୟ
ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା।
ସଦାପ୍ରଭୁ ଆମର ରକ୍ଷାକର୍ତ୍ତା
ଧନ୍ୟବାଦ ସ୍ତୁତି
ଗୀତ : ବିଶ୍ରାମବାର ନିମିତ୍ତକ ଗୀତ।
ସଦାପ୍ରଭୁ ହିଁ ରାଜା
ସଦାପ୍ରଭୁ ସମଗ୍ର ମାନବ ଜାତିର ବିଚାରକର୍ତ୍ତା
ସ୍ତୁତି ଗାନ
ସଦାପ୍ରଭୁ ରାଜାଧିରାଜ
ସଦାପ୍ରଭୁ ହିଁ ସର୍ବୋପରିସ୍ଥ ଶାସନକର୍ତ୍ତା
ସଦାପ୍ରଭୁ ହିଁ ଜଗତର ଶାସନକର୍ତ୍ତା
ଗୀତ।
ସଦାପ୍ରଭୁ ହିଁ ରାଜାଧିରାଜ
ସ୍ତୁତିଗାନ
ଧନ୍ୟବାଦାର୍ଥକ ଗୀତ।
ରାଜାଙ୍କ ପ୍ରତିଜ୍ଞା
ଦାଉଦଙ୍କର ଗୀତ।
ଜଣେ ଦୁଃଖରେ ବ୍ୟଥିତ ବ୍ୟକ୍ତିର ପ୍ରାର୍ଥନା
ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା।
ସଦାପ୍ରଭୁଙ୍କ ପ୍ରେମ
ଦାଉଦଙ୍କର ଗୀତ।
ସ୍ରଷ୍ଟାଙ୍କ ଉଦ୍ଦେଶ୍ୟରେ ସ୍ତୁତି
ସଦାପ୍ରଭୁ ଓ ତାହାଙ୍କ ମନୋନୀତ ଜାତି
ମଙ୍ଗଳମୟ ପରମେଶ୍ୱର
5 ପଞ୍ଚମ ଖଣ୍ଡ
ମଙ୍ଗଳମୟ ସଦାପ୍ରଭୁଙ୍କର ସ୍ତୁତି
ଶତ୍ରୁ କବଳରୁ ରକ୍ଷା ନିମିତ୍ତ ପ୍ରାର୍ଥନା
ଦାଉଦଙ୍କର ଗାନାର୍ଥକ ଗୀତ।
ଦୁର୍ଦ୍ଦଶାଗ୍ରସ୍ତ ଲୋକର ଅଭିଯୋଗ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ପରମେଶ୍ୱର ଓ ତାହାଙ୍କ ମନୋନୀତ ରାଜା
ଦାଉଦଙ୍କର ଗୀତ।
ପରମେଶ୍ୱରଙ୍କ ସ୍ତୁତି
ସଜ୍ଜନର ଆନନ୍ଦ
ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି
ନିସ୍ତାର ପର୍ବ ସଙ୍ଗୀତ
ଏକମାତ୍ର ସତ୍ୟ ପରମେଶ୍ୱର
ମୃତ୍ୟୁୁରୁ ରକ୍ଷା ପାଇଥିବା ବ୍ୟକ୍ତିର ସଦାପ୍ରଭୁଙ୍କ ପ୍ରଶଂସା
ସଦାପ୍ରଭୁଙ୍କ ସ୍ତବଗାନ
ବିଜୟ ପାଇଁ ଧନ୍ୟବାଦ ପ୍ରାର୍ଥନା
ପରମେଶ୍ୱରଙ୍କ ବ୍ୟବସ୍ଥା
ଆଲେଫ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥା ପାଳନ
ବୈତ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥା ସୁଖକର
ଗିମେଲ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥା ମାନିବାକୁ ଦୃଢ ସଂକଳ୍ପ
ଦାଲତ୍‍।
ବୋଧଶକ୍ତି ପାଇଁ ପ୍ରାର୍ଥନା
ହେ।
ପରମେଶ୍ୱରଙ୍କ ବ୍ୟବସ୍ଥା ଉପରେ ନିର୍ଭର
ବୌ।
ପରମେଶ୍ୱରଙ୍କ ବ୍ୟବସ୍ଥାରେ ବିଶ୍ୱାସ
ସୟିନ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥାରେ ନିଷ୍ଠାପରତା
ହେତ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥାର ମୂଲ୍ୟ
ଟେଟ୍‍।
ପରମେଶ୍ୱରଙ୍କ ନ୍ୟାୟୋଚିତ ବ୍ୟବସ୍ଥା
ଇୟୂଦ୍‍।
ନିସ୍ତାର ପାଇଁ ପ୍ରାର୍ଥନା
କଫ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥାରେ ବିଶ୍ୱାସ
ଲାମଦ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରତି ଅନୁରାଗ
ମେମ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥାର ଆଲୋକ
ନୂନ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥାରେ ସୁରକ୍ଷା
ସାମକ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥା ପାଳନ
ଅଇନ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥା ମାନିବାକୁ ସ୍ପୃହା
ପେ।
ପରମେଶ୍ୱରଙ୍କ ନ୍ୟାୟୋଚିତ ବ୍ୟବସ୍ଥା
ସାଦେ।
ଉଦ୍ଧାର ପାଇବା ପାଇଁ ପ୍ରାର୍ଥନା
କଫ।
ସହାୟତା ପାଇଁ ଅନୁନୟ
ରେଶ୍‍।
ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରତି ନିଷ୍ଠା
ଶିନ୍‍।
ସହାୟତା ପାଇଁ ପ୍ରାର୍ଥନା
ତୌ।
ସାହାଯ୍ୟ ପ୍ରାର୍ଥନା
ଆରୋହଣ ଗୀତ।
ପରମେଶ୍ୱର ଆମ ରକ୍ଷକ
ଆରୋହଣ ଗୀତ।
ଯିରୂଶାଲମର ପ୍ରଶଂସା
ଆରୋହଣ ଗୀତ; ଦାଉଦଙ୍କ ରଚିତ।
କୃପା ଭିକ୍ଷାର ପ୍ରାର୍ଥନା
ଆରୋହଣ-ଗୀତ।
ସଦାପ୍ରଭୁ ତାହାଙ୍କ ଲୋକମାନଙ୍କର ରକ୍ଷାକର୍ତ୍ତା
ଆରୋହଣ-ଗୀତ; ଦାଉଦଙ୍କ ରଚିତ।
ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା
ଆରୋହଣ-ଗୀତ।
ମୁକ୍ତିର ସଙ୍ଗୀତ
ଆରୋହଣ-ଗୀତ।
ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି
ଆରୋହଣ-ଗୀତ; ଶଲୋମନଙ୍କ ରଚିତ।
ବାଧ୍ୟତାର ପୁରସ୍କାର
ଆରୋହଣ-ଗୀତ।
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା
ଆରୋହଣ-ଗୀତ।
ସହାୟତା ପାଇଁ ପ୍ରାର୍ଥନା
ଆରୋହଣ-ଗୀତ।
ନିର୍ଭରଶୀଳ ହେବା ପାଇଁ ପ୍ରାର୍ଥନା
ଆରୋହଣ-ଗୀତ; ଦାଉଦଙ୍କ ରଚିତ।
ମନ୍ଦିରର ପ୍ରଶଂସା
ଆରୋହଣ-ଗୀତ।
ଭ୍ରାତୃପ୍ରେମ
ଆରୋହଣ ଗୀତ, ଦାଉଦଙ୍କ ରଚିତ।
ସଦାପ୍ରଭୁଙ୍କ ସ୍ତୁତି ଗାନ
ଆରୋହଣ ଗୀତ।
ସ୍ତୁତି ବନ୍ଦନା
ଧନ୍ୟବାଦ ସ୍ତୁତି
ନିର୍ବାସିତ ଇସ୍ରାଏଲୀୟମାନଙ୍କ ବିଳାପ
ଧନ୍ୟବାଦ ସ୍ତୁତି
ଦାଉଦଙ୍କର ଗୀତ।
ସର୍ବଜ୍ଞାତା ମଙ୍ଗଳମୟ ସଦାପ୍ରଭୁ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ଆଶ୍ରୟ ଭିକ୍ଷା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ସନ୍ଧ୍ୟା ପ୍ରାର୍ଥନା
ଦାଉଦଙ୍କର ଗୀତ।
ସହାୟତା ପାଇଁ ପ୍ରାର୍ଥନା
ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍‍; ପ୍ରାର୍ଥନା।
ସହାୟତା ପାଇଁ ପ୍ରାର୍ଥନା
ଦାଉଦଙ୍କର ଗୀତ।
ରାଜାଙ୍କ ବିଜୟୋଲ୍ଲାସ ସ୍ତୁତି
ଦାଉଦଙ୍କର ଗୀତ।
ସ୍ତୁତିଗାନ
ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ।
ତ୍ରାଣକର୍ତ୍ତା ପ୍ରଭୁଙ୍କ ସ୍ତୁତିଗାନ
ସର୍ବଶକ୍ତିମାନ ପରମେଶ୍ୱରଙ୍କର ସ୍ତୁତିଗାନ
ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ
ସ୍ତୁତି ଭଜନ
ପରମେଶ୍ୱରଙ୍କ ସ୍ତୁତିଗାନ