Home

ଗୀତସଂହିତା

ଅଧ୍ୟାୟ: 1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66 67 68 69 70 71 72 73 74 75 76 77 78 79 80 81 82 83 84 85 86 87 88 89 90 91 92 93 94 95 96 97 98 99 100 101 102 103 104 105 106 107 108 109 110 111 112 113 114 115 116 117 118 119 120 121 122 123 124 125 126 127 128 129 130 131 132 133 134 135 136 137 138 139 140 141 142 143 144 145 146 147 148 149 150


-Reset+

ଅଧ୍ୟାୟ 7

1 ହେ ପରମେଶ୍ବର, ଆମ୍ଭମାନଙ୍କ ଉପରେ ଦୟାକରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ପ୍ରସନ୍ନ କରନ୍ତୁ।
2 ତା'ପରେ ପୃଥିବୀର ଲୋକେ ତୁମ୍ଭ୍ ବିଷଯରେ ଜାଣିବେ ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
3 ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
4 ଜାତିଗଣ ଖୁସି ହୁଅ ଓ ଆନନ୍ଦରେ ଜଯଗାନ କର, କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗଇେ ନିଅ।
5 ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
6 ଭୂମି ତା'ର ଫସଲ ଦିଏ। ହେ ପରମେଶ୍ବର, ଆମ୍ଭର ପରମେଶ୍ବର, ଆମ୍ଭକୁ ଆଶୀର୍ବାଦ କରିବା ଚାଲୁ ରଖ।
7 ପରମେଶ୍ବର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତୁ।